fbpx

କୃଷି ବିଲକୁ ବିଜେଡ଼ିର ବିରୋଧ

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟସଭାରେ କୃଷି ବିଲକୁ ବିଜେଡ଼ି ପକ୍ଷରୁ ବିରୋଧ କରାଯାଇଛି । ଦୁଇଟି ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ବିଜେଡ଼ି ଦାବି କରିଛି । କୃଷି ବିଲ୍ ଉପରେ ତର୍ଜମା କରିବା ପାଇଁ ଦାବି କରାଯାଇଛି । ଆଲୋଚନାରେ ଭାଗ ନେଇ ବିରୋଧ କରିଛନ୍ତି ସାଂସଦ ଅମର ପଟ୍ଟନାୟକ । ବିଲରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ନାହିଁ ବୋଲି ଅମର କହିଛନ୍ତି ।

 

Get real time updates directly on you device, subscribe now.