fbpx

ଅକ୍ଟୋବର ୨ରୁ ବିଜେଡିର ଜନସଚେତନ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, ୨୯/୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ବିଜେଡିର ଜନସଚେତନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହି କୋଭିଡ ସମ୍ପର୍କିତ ଜନସେଚତନ କାର୍ଯ୍ୟକ୍ରମ ନଭେମ୍ବର ୨ ପର୍ଯ୍ୟନ୍ତ ଚାଲିବ । ଏନେଇ ରାଜ୍ୟସ୍ତରୀୟ କର୍ମକର୍ତ୍ତା ଓ ସଂଗଠନକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Get real time updates directly on you device, subscribe now.