fbpx

ବାଲେଶ୍ୱରରେ ବିଜେଡିର ମିଶ୍ରଣ ପର୍ବ

ବାଲେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ଉପନିର୍ବାଚନ ପୂର୍ବରୁ ବାଲେଶ୍ୱରରେ ବିଜେଡି ମିଶ୍ରଣ ପର୍ବ ହୋଇଛି । ବିଜେପି ଛାଡ଼ି ବିଜେପିରେ ଯୋଗଦେଇଛନ୍ତି ଘରୋଇ ବସ ମାଲିକ ସଂଘ ସମ୍ପାଦକ । ନରେନ୍ଦ୍ର ବିହାରୀ ଦାସଙ୍କ ସମେତ ଶତାଧିକ ସମର୍ଥକ ବିଜେଡିରେରେ ମିଶିଛନ୍ତି । ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ ବିଜେଡି ଉପ ସଭାପତି ଦେବୀ ମିଶ୍ର, ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରତାପ ଦେବ, ରବୀନ୍ଦ୍ର ଜେନା ।

Get real time updates directly on you device, subscribe now.