fbpx

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ପାଇଁ ବିଜେପିର ୭ ଜଣିଆ କମିଟି ଘୋଷଣା

ଭୂବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସୁପରିଚାଳନା ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏକ ସାତ ଜଣିଆ ରାଜ୍ୟସ୍ତରୀୟ ନିର୍ବାଚନ ପରିଚାଳନା କମିଟି ଘୋଷଣା କରିଛନ୍ତି । ଏହି କମିଟିରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ପୂର୍ବତନ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ରାଜ୍ୟ ଉପ ସଭାନେତ୍ରୀ ଅନିତା ଶୁଭଦର୍ଶୀନି, ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏବଂ ବିଜେପି ପଞ୍ଚାୟତିରାଜ ମୋର୍ଚ୍ଚାର ରାଜ୍ୟ ସଂଯୋଜକ ଶଙ୍କର୍ଷଣ ପରିଡ଼ା ସଦସ୍ୟ ଅଛନ୍ତି ।

Get real time updates directly on you device, subscribe now.