fbpx

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ରାଜକିଶୋର

ତିର୍ତ୍ତୋଲ,୧୨ ।୧୦(ଓଡିଶା ଭାସ୍କର): ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ରାଜକିଶୋର ବେହେରା । ବିଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଦାଖଲ କରିଛନ୍ତି ରାଜକିଶୋର । ଅନ୍ୟପଟେ ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇନଥିବା ଜଣାପଡିଛି ।

Get real time updates directly on you device, subscribe now.