fbpx

ରାଜ୍ୟ କାର୍ଯ୍ୟାଳୟରେ ବିଜେପି କୋର୍ କମିଟି ବୈଠକ; ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ବେଶ୍ବର ଟୁଡୁ ଉପସ୍ଥିତ

ଭୁବନେଶ୍ୱର : ( ଓଡ଼ିଶା ଭାସ୍କର ) ରାଜ୍ୟ କାର୍ଯ୍ୟାଳୟରେ ବିଜେପି କୋର୍ କମିଟି ବୈଠକ । ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ । ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ବେଶ୍ବର ଟୁଡୁ ଉପସ୍ଥିତ । ପ୍ରଭାରୀ ବିଜୟପାଲି ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ।

Get real time updates directly on you device, subscribe now.