fbpx

ପରୀକୁ ନ୍ୟାୟ ଦାବିରେ ବିଜେପିର ଧାରଣା

Advertisement

ଭୁବନେଶ୍ୱର, ୭ା୧୨ (ଓଡିଶା ଭାସ୍କର): ନୟାଗଡ଼ର ଶିଶୁକନ୍ୟା ପରି ହତ୍ୟାକାଣ୍ଡ ଘଟଣାରେ ନ୍ୟାୟ ପ୍ରଦାନ ଦାବିରେ ଆଜି ବିଜେପି ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଛି । ଏହି ଧାରଣାରେ ବିଜେପିର ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଛନ୍ତି । ଏନେଇ ସେମାନେ ସିବିଆଇ ତଦନ୍ତ ଦାବି କରିବା ସହ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଥିଲେ ।

Get real time updates directly on you device, subscribe now.