fbpx

ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

କଟକ,୧୭ ।୯(ଓଡିଶା ଭାସ୍କର): କରୋନା ସଙ୍କଟ ମଧ୍ୟରେ ବିଜେପିର ଜଣେ ବରିଷ୍ଠ ନେତା ଅଶୋକ ସାହୁଙ୍କ ପରଲୋକ ଘଟିଛି । କଟକ ସିଡିଏ ସ୍ଥିତ ବାସଭବନରେ ଅଶୋକ ସାହୁଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ତେବେ ବିଜେପି ନେତା ଅଶୋକ ସାହୁ ଗତ କିଛି ଦିନ ହେବ ଅସୁସ୍ଥ ଥିବାରୁ ଚିକିତ୍ସିତ ହେଉଥିଲେ ।

Get real time updates directly on you device, subscribe now.