कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है, डॉक्टर्स की सलाह पर होम आइसोलेशन में सभी दिशा- निर्देशो का पालन कर रहा हूँ। मेरा अनुरोध है, जो भी लोग गत कुछ दिनों में संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Jagat Prakash Nadda (@JPNadda) December 13, 2020
ନୂଆଦିଲ୍ଲୀ,13/12: ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା କୋରୋନା ପଜିଟିଭ୍ ଚିହ୍ନଟ । କୋରୋନା ଆକ୍ରାନ୍ତ ହୋଇଥିବା ନେଇ ଟ୍ବିଟ୍ କଲେ ନଡ୍ଡା । ଗତ କିଛି ଦିନରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ।
Prev Post