fbpx

ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତକୁ ବିଜେପିର ସ୍ୱାଗତ

ଭୁବନେଶ୍ୱର, ୨୦ା୧(ଓଡ଼ିଶା ଭାସ୍କର): ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ଗସ୍ତ କରୁଛନ୍ତି । ସେଠାରେ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସ୍ୱାଗତ କରିଛି ଜିଲ୍ଲା ବିଜେପି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସିଟି ହସ୍ପିଟାଲରେ ପରିଣତ କରିବାକୁ ଦାବି କରିଛନ୍ତି । ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ ମଧ୍ୟ ସ୍ଥାପନ କରିବାକୁ ବିଜେପି ଦାବି କରିଛି ।

Get real time updates directly on you device, subscribe now.