fbpx
BSKY
BJD MC SKY
BJD MS SKY

Big Breaking: ହାଇଟେକ୍ ମେଡିକାଲରେ ବିସ୍ଫୋରଣ, ଏକାଧିକ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ମେଡିକାଲରେ ଏକ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଛି । ଅକ୍ସିଜେନ୍ ସିଲିଣ୍ଡର ଫାଟି ଏହି ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୪ରୁ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ତେବେ ଏସିରେ ଗ୍ୟାସ୍ ଫିଲିଂ ସମୟରେ ଏହି ବିସ୍ଫୋରଣ ଘଟିଥିଲା ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏଥିରେ ୩/୪ ଜଣ ସାମାନ୍ୟ ଆହତ ହୋଇଛନ୍ତି ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.