fbpx

ଶ୍ରୀମନ୍ଦିରରେ ରକ୍ତ ଛିଟା; ନୀତି ବିଳମ୍ବ

ପୁରୀ(ଓଡ଼ିଶା ଭାସ୍କର): ମହାପ୍ରଭୁଙ୍କ ବେଶ ସମୟରେ ଦେଖିବାକୁ ମିଳିଛି ରକ୍ତଛିଟା । ଅବକାଶ ପୂଜା ପରେ ଭିତରକାଠ ନିକଟରେ ଦେଖିବାକୁ ମିଳିଛି ଏହି ରକ୍ତୁଛିଟା । ଏହି ରକ୍ତଛିଟା ଦେଖାଯିବା ପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ମହାସ୍ନାନ ନୀତି । ଆଉ ଏହି ମହାସ୍ନାନ ନୀତି ଯୋଗୁଁ ଘଣ୍ଟାଏରୁ ଅଧିକ ସମୟ ଧରି ନୀତିକାନ୍ତିରେ ବିଳମ୍ବ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.