fbpx

ରାଜ୍ୟରେ ପରୀକ୍ଷା ପାଇଁ ବୋର୍ଡ ପ୍ରସ୍ତୁତ

ଭୁବନେଶ୍ୱର,୩୦ ।୧୨(ଓଡିଶା ଭାସ୍କର):କରୋନା ପାଇଁ ରାଜ୍ୟରେ ପରୀକ୍ଷା ତାରିଖ ଘୁଞ୍ଚାଯାଇଛି । ଏହାରି ମଧ୍ୟରେ ମାଟ୍ରିକ ବୋର୍ଡ ପରୀକ୍ଷା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ମାଟ୍ରିକ୍ ପରୀକ୍ଷା ପାଇଁ ବୋର୍ଡ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି । ରାଜ୍ୟ ସରକାରଙ୍କ ଗାଇଡଲାଇନ୍ ଅନୁସାରେ ପରୀକ୍ଷା କରାଯିବ । ବିଳମ୍ବରେ ହେଲେ ମଧ୍ୟ ପରୀକ୍ଷାକୁ ସୂଚାରୁ ରୂପେ କରାଯିବ ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.