Breaking… ASO ଚୟନ ମାମଲା ; ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ

କଟକ (ଓଡ଼ିଶା ଭାସ୍କର) ASO ଚୟନ ମାମଲାରେ ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କଲେ ୨ ଜଣିଆ ଖଣ୍ଡପୀଠ। ୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ଓପିଏସିର ଚୟନ ପ୍ରକ୍ରିୟାରେ ତ୍ରୁଟି ନଥିବା କହିଲେ ହାଇକୋର୍ଟ। ଯେଉଁଠୁ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ।