fbpx
BJD SKY
BJD SKY

Breaking… ASO ଚୟନ ମାମଲା ; ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ

BJD

କଟକ (ଓଡ଼ିଶା ଭାସ୍କର) ASO ଚୟନ ମାମଲାରେ ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କଲେ ୨ ଜଣିଆ ଖଣ୍ଡପୀଠ। ୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ଓପିଏସିର ଚୟନ ପ୍ରକ୍ରିୟାରେ ତ୍ରୁଟି ନଥିବା କହିଲେ ହାଇକୋର୍ଟ। ଯେଉଁଠୁ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ।

Get real time updates directly on you device, subscribe now.