fbpx

ଭୁବନେଶ୍ୱରରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୬ ।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ୨୨୫ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏକ ଦାମୀ କାର ସହ ୨୨୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଜଣାପଡିଛି । ଖଣ୍ଡଗିରି କଳିଙ୍ଗନଗର ଅଞ୍ଚଳରୁ ଜବତ ହୋଇଛି ଏହି ଧଳା ଜହର । ଏହି ମାମଲାରେ ଦଶପଲ୍ଲା ଅଞ୍ଚଳର ମୁନା ସେଠୀକୁ ଗିରଫ କରିଛି ପୋଲିସ ।

Get real time updates directly on you device, subscribe now.