fbpx

ବଜେଟରେ କେଉଁ କ୍ଷେତ୍ରକୁ କେତେ ଟଙ୍କା ?

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନା କରିଛନ୍ତି । ବଜେଟରେ କୃଷି, ସ୍ୱାସ୍ଥ୍ୟ, ଶିକ୍ଷା, ମହିଳାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି । ତେବେ ଆସନ୍ତୁ ଜାଣିବା ବଜେଟରେ କେଉଁ କ୍ଷେତ୍ର ପାଇଁ କେ​‌ତେ ଟଙ୍କା ବ୍ୟୟ ଅଟକଳ କରାଯାଇଛି .

– କୃଷି କ୍ଷେତ୍ର: ୨ ଲକ୍ଷ ୮୩ ହଜାର କୋଟି

– ଶିକ୍ଷା କ୍ଷେତ୍ର: ୯୯ ହଜାର ୩୦୦ କୋଟି

– ସ୍ବାସ୍ଥ୍ୟସେବା କ୍ଷେତ୍ର: ୬୯ ହଜାର କୋଟି

– ସଡ଼କ ଓ ପରିବହନ: ୧ ଲକ୍ଷ ୭୦ ହଜାର କୋଟି

– ଦକ୍ଷତା ବିକାଶ: ୩ ହଜାର କୋଟି

– ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ : ୧ ଲକ୍ଷ ୨୩ ହଜାର କୋଟି

– ସ୍ୱଚ୍ଛ ଭାରତ ମିଶନ: ୧୨ ହଜାର ୩୦୦ କୋଟି

– ପାଇପ ଯୋଗେ ଜଳଯୋଗାଣ: ୧୧ ହଜାର ୫୦୦ କୋଟି

– ସଂସ୍କୃତି ଓ ପର୍ଯ୍ୟଟନ: ୫୬୫୦ କୋଟି

– ଜଳ ଜୀବନ ମିଶନ: ୩ ଲକ୍ଷ ୬୦ ହଜାର କୋଟି

– ବାୟୁ ପ୍ରଦୂଷଣ ରୋକିବାକୁ ୪୪୦୦ କୋଟି

– ଉଦ୍ୟୋଗ ଓ ବାଣିଜ୍ୟ କ୍ଷେତ୍ର: ୨୭ ହଜାର ୩୦୦ କୋଟି

– ପୋଷଣ ସମ୍ବନ୍ଧୀୟ କାର୍ଯ୍ୟକ୍ରମ: ୩୫ ହଜାର ୬୦୦ କୋଟି

– ଅନୁସୂଚିତ ଜାତି ଓ ପଛୁଆ ବର୍ଗ କଲ୍ୟାଣ: ୮୫ ହଜାର କୋଟି

– ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ କଲ୍ୟାଣ: ୯୫୦୦ କୋଟି

– ଲଦାଖର ବିକାଶ ପାଇଁ ୫୯୫୮ କୋଟି

– ପବ୍ଲିକ ସେକ୍ଟର ବ୍ୟାଙ୍କ: ୩ ଲକ୍ଷ ୫୪ ହଜାର କୋଟି

Get real time updates directly on you device, subscribe now.