fbpx

୩୧ରୁ ସଂସଦ ବଜେଟ ଅଧିବେଶନ, ବାହାରିଲା ବିଜ୍ଞପ୍ତି

ନୂଆଦିଲ୍ଲୀ : ସଂସଦ ବଜେଟ ଅଧିବେଶନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଜାନୁଆରୀ ୩୧ ତାରିଖରୁ ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨ଟି ପର୍ଯ୍ୟାୟରେ ଚାଲିବ ସଂସଦର ବଜେଟ୍ ଅଧିବେଶନ । ଜାନୁଆରୀ ୩୧ରୁ ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ସେହିପରି ମାର୍ଚ୍ଚ ୧୪ ତାରିଖରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ଫେବ୍ରୁଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ବଜେଟ୍ ଉପସ୍ଥାପନ ହେବ ।

Get real time updates directly on you device, subscribe now.