fbpx
BSKY
BJD SHG SKY
BJD YOUTH SKY

ଚକା ଫାଟି ବସ ଦୁର୍ଘଟଣାଗ୍ରସ୍ତ; ୪୦ ଆହତ

ଭୁବନେଶ୍ୱର : ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବାଲିଗୁଡା କୋଟଗଡ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ଚକା ଫାଟିବାରୁ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକଲାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ କାହାର ମୃତ୍ୟୁ ଘଟିଥିବା ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Get real time updates directly on you device, subscribe now.