fbpx

ହାଇୱାକୁ ଧକ୍କା ଦେଲା ବସ, ଜଣେ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ

ଅନୁଗୁଳ: ଏନ୍‌ଏଚ୍ ୫୫ ଜରପଡ଼ା ଛକ ନିକଟରେ ଘଟିଯାଇଛି ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଏକ ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଲା ବସ୍ । ଘଟଣାସ୍ଥଳରେ ଡ୍ରାଇଭର ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ତେବେ ବସଟି ଛତିଶଗଡ଼ର କୋରବାରୁ ପୁରୀ ଅଭିମୁଖେ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।

Get real time updates directly on you device, subscribe now.