fbpx

ରାଜ୍ୟର ଗ୍ରୀନ୍ ଜୋନରେ ଚାଲିବନି ବସ୍

ଭୁବନେଶ୍ୱର,୩ ।୫(ଓଡିଶା ଭାସ୍କର): ରାଜ୍ୟରେ ଗ୍ରୀନ୍ ଜୋନରେ ହେବନି ବସ୍ ଚଳାଚଳ । ଏନେଇ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତିରେ ସରକାରଙ୍କ ଗାଇଡ୍ ଲାଇନ୍ ଅନୁସାରେ ବସ୍ ଚାଲାଇବା ସମ୍ଭବପର ନୁହେଁ । ୫୦% ଯାତ୍ରୀଙ୍କୁ ନେଇ ବସ୍ ଚଳାଇବା ସମ୍ଭବ ନୁହେଁ । ଏନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ ।’

Get real time updates directly on you device, subscribe now.