fbpx

୮ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୨ ।୩(ଓଡିଶା ଭାସ୍କର): ଲୋକସେବା ଭବନରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ୮ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର ମାରିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚାଲିଥିଲା ଏହି ବୈଠକ ।

Get real time updates directly on you device, subscribe now.