fbpx

ବଜେଟକୁ ମିଳିଲା କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ,୧ ।୨:  ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ କ୍ୟାବିନେଟ୍ ବୈଠକରେ ଅନୁମୋଦନ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ । ଆଉ କିଛି ସମୟ ପରେ ସଂସଦରେ ବଜେଟ ଆଗତ ହେବ । ଅର୍ଥମନ୍ତ୍ରୀ ସୀତାରମଣ ସଂସଦରେ ବଜେଟ୍ ଆଗତ କରିବେ ।

Get real time updates directly on you device, subscribe now.