fbpx

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, ୧୫/୯(ଓଡିଶା ଭାସ୍କର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ଦିନ ୧୧ଟାରେ ଭିଡିଓ କନଫରେନ୍ସିଂ ଜରିଆରେ  ବୈଠକ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ  କ୍ୟାବିନେଟ୍ ମୋହର ଲାଗିପାରେ ବୋଲି ସୂଚନା ମିଳିଛି।

Get real time updates directly on you device, subscribe now.