fbpx

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, କେତେକ ବଡ଼ ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାବେଳେ ଏହି ବୈଠକ ବସିବ । କ୍ୟାବିନେଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । କେତେକ ବଡ଼ ପ୍ରସ୍ତାବରେ ମୋହର ବାଜିପାରେ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ କ୍ୟାବିନେଟ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.