fbpx

ଆଜି କ୍ୟାବିନେଟ୍: ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର,୨୧ା୯ (ଭାସ୍କର ନ୍ୟୁଜ୍): ଗୁରୁବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପଞ୍ଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.