fbpx

ବିଧାନସଭାରେ ଉପସ୍ଥାପିତ ହେଲା ସିଏଜି ରିପୋର୍ଟ

ଭୁବନେଶ୍ୱର, ୩ା୪ (ଓଡିଶା ଭାସ୍କର): ବିଧାନସଭାରେ ଉପସ୍ଥାପିତ ହୋଇଛି ସିଏଜି ରିପୋର୍ଟ । ସାଧାରଣ ଓ ସାମାଜିକ, ରାଜସ୍ୱ ଓ ଆର୍ଥିକ କ୍ଷେତ୍ରର ସିଏଜି ରିପୋର୍ଟ ଗୃହରେ ଉପସ୍ଥାପିତ ହୋଇଛି । ୨୦୧୯-୨୦ ବର୍ଷ ପାଇଁ ଏହି ରିପୋର୍ଟ ପ୍ରକାଶ ପାଇଥିବା ଜଣାପଡ଼ିଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ସିଏଜି ରିପୋର୍ଟ ଉପସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ, ସିଏଜି ରିପୋର୍ଟକୁ ନେଇ ପୂର୍ବରୁ ସରକାରୀ ଓ ବିରୋଧୀ ସଦସ୍ୟଙ୍କ ମଧ୍ୟରେ ଅନେକ ଚର୍ଚ୍ଚା ହେଉଥିଲା ।

Get real time updates directly on you device, subscribe now.