fbpx

ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ

ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ସିଏଜି ରିପୋର୍ଟ । ଏହାକୁ ଗୃହରେ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ୨୦୧୭-୧୮ର ବିନିଯୋଗ ହିସାବ ଓ ଆର୍ଥିକ ସ୍ଥିତିକୁ ନେଇ ରିପୋର୍ଟ ଉପସ୍ଥାପିତ ହୋଇଛି ।

Get real time updates directly on you device, subscribe now.