fbpx

କ୍ୟାନସର ରୋଗୀ କରୋନା ସଂକ୍ରମିତ

କଟକ, ୨୪ା୬(ଓଡ଼ିଶା ଭାସ୍କର): କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ପହଞ୍ଚିଲା କରୋନା । ଜଣେ କ୍ୟାନସର ରୋଗୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଜୁନ ୧୯ ରେ କ୍ୟାନସର ପହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବ୍ୟକ୍ତି ଜଣକ ଭୁବନେଶ୍ୱର ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ପଜିଟିଭ ଚିହ୍ନଟ ପରେ ତାଙ୍କୁ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.