ନୂଆଦିଲ୍ଲୀ,୨୦ ।୧୦: କରୋନାକୁ ଦୃଷ୍ଟିରେ ରଖି ବଢିଛି ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା । ବିଧାୟକ ପ୍ରାର୍ଥୀଙ୍କ ପାଇଁ ଖର୍ଚ୍ଚସୀମା ୨୮ ଲକ୍ଷରୁ ୩୦ ଲକ୍ଷକୁ ବୃଦ୍ଧି କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।