fbpx

ବଡ଼ ଖବର: ଆସନ୍ତାକଲିଠାରୁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ

ପୁରୀ, ୪ା୫(ଓଡ଼ିଶା ଭାସ୍କର): ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱରେ ଥିବାବେଳେ ଏହି ସମ୍ପର୍କରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଆସନ୍ତାକାଲିଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଅପରାହ୍ନରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟିରେ ଏହିପରି ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.