fbpx

ଓଲଟିଲା କାର୍‌, ୨ ମୃତ

ଭୁବନେଶ୍ୱର: ଭାରସାମ୍ୟ ହରାଇ ଓଲଟିଲା କାର୍ । ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲା ମୁଜାଗଡ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ୪ ସାଙ୍ଗ ଫୁଲବାଣୀରୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଗୁରୁତର ୨ ଜଣଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ।

Get real time updates directly on you device, subscribe now.