Browsing Category

ଦେଶ

କୋଭିଡ୍ କେୟାର ସେଣ୍ଟରରେ ଲାଗିଲା ଭୟଙ୍କର ନିଆଁ

ବିଜୟଓ୍ବାଡ଼ା, ୯।୮: ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ ଆଜି ସକାଳେ ଏକ କୋଭିଡ୍ କେୟାର ସେଣ୍ଟରରେ ଆଜି ଭୟାନକ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୩୦ ଜଣଙ୍କୁ ଉଦ୍ଧାର କରାଯାଇଛି।…

କରୋନାକୁ ହରାଇ ସୁସ୍ଥ ହେଲେ ଅଭିଷେକ ବଚ୍ଚନ

ନୂଆଦିଲ୍ଲୀ, ୮ା୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏହାସହ କରୋନାରେ ଅଭିନେତା ଠାରୁ ଆରମ୍ଭ କରି ନେତା ମନ୍ତ୍ରୀମାନେ ମଧ୍ୟ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି ।…

ଟଳିଲା ଏକ ବଡ ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଗଲେ ୧୭୬ ଯାତ୍ରୀ

ରାଞ୍ଚି,୮ ।୮: ଦେଶରେ ଆଉ ଏକ ବଡ ବିମାନ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି । ରାଞ୍ଚିରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏୟାର ଏସିଆ ବିମାନ(ଆଇ-୬୩୨) ଉଡାଣ ସମୟରେ ଏକ ପକ୍ଷୀ ସହ ଧକ୍କା ହୋଇଥିଲା । କିନ୍ତୁ ବିମାନଟି…

ମହାନଦୀ ଜଳ ବିବାଦ ମାମଲାରେ କେନ୍ଦ୍ରକୁ ନୋଟିସ ଜାରି

ନୂଆଦିଲ୍ଲୀ, ୮ା୮: ମହାନଦୀ ଜଳ ବିବାଦ ମାମଲାର ଟ୍ରିବ୍ୟୁନାଲରେ ଶୁଣାଣି ଶେଷ ହୋଇଛି । ଜଷ୍ଟିସ ଏ.ଏମ୍ ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଶୁଣାଣି ଶେଷ ହୋଇଛି । ଓଡ଼ିଶା ଓ ଛତିଶଗଡ଼ ଆବେଦନ ଉପରେ କେନ୍ଦ୍ର ସରକାରଙ୍କୁ ନୋଟିସ…

ମଧ୍ୟବିତ୍ତ ପରିବାର ପାଇଁ ଖୁସି ଖବର, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ସରକାରୀ ଟ୍ୟାକ୍ସ ଦେଉଥିବା ମଧ୍ୟବିତ୍ତ ପରିବାରଙ୍କୁ ଏକ ବଡ ଖୁସି ଖବର ଦେବାରେ ମୋଦୀ ସରକାର ଲାଗିଛନ୍ତି । ଏହି ମାମଲରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି । ଆୟୋଜିତ…

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ

ନୂଆଦିଲ୍ଲୀ, ୮ା୮: ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କରିଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ । ଓଡ଼ିଆ ଆଇଏଏସ ଅଫିସର ଗିରୀଶ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

କେରଳ, ୮ା୮: କେରଳରେ ଗତକାଲି ଏୟାର ଇଣ୍ଡିଆ ବିମାନର କ୍ରାସ ଲ୍ୟାଣ୍ଡିଂ ହୋଇଥିଲା । ଏହି ଦୁର୍ଘଟଣାରେ ୨ ପାଇଲଟଙ୍କ ସମେତ ୧୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ବିମାନରେ ଥିବା ୧୨୧ ଯାତ୍ରୀ ଆହତ ହୋଇଛନ୍ତି ଓ ୧୫ଜଣ ଗୁରୁତର…

୨୪ଘଣ୍ଟାରେ ୬୧,୫୩୭ ଆକ୍ରାନ୍ତ ଚିହ୍ନଟ ଓ ୯୩୩ ଜଣ ମୃତ

ନୂଆଦିଲ୍ଲୀ, ୮ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୧,୫୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…