Browsing Category

ଦେଶ

ଏବେ ଲକଡାଉନ୍ ନୁହେଁ, ଅନଲକର ପାଳି: ମୋଦୀ

ନୂଆଦିଲ୍ଲୀ,୨ ।୬: କରୋନା ସଙ୍କଟ ଯୋଗୁଁ ଦେଶର ଆର୍ଥିକ ସ୍ଥିତି ବିଗିଡିବାରେ ଲାଗିଛି, ଯାହାକୁ ସୁଧାରିବାରେ ଲାଗିପଡିଛନ୍ତି କେନ୍ଦ୍ର ସରକାର । ଏହାରି ମଧ୍ୟରେ ଭାରତୀୟ ଉଦ୍ୟୋଗ ପରିସଂଘ ବା CIIର ବାର୍ଷିକ ସମ୍ମିଳନୀକୁ…

ମଧ୍ୟପ୍ରଦେଶ ଫେରିଗଲେ ପଙ୍ଗପାଳ

ଛତିଶଗଡ ରାଜ୍ୟରୁ ମଧ୍ୟପ୍ରଦେଶ ପଳାଇଲେ ପଙ୍ଗପାଳ । ମଧ୍ୟପ୍ରଦେଶର ଶାହଡୋଲ ଜିଲ୍ଲା ଜେସି ନଗରକୁ ପଳାଇଥିବା ଜଣାପଡିଛି । ପଙ୍ଗପାଳ ଆଉ ଛତିଶଗଡ ଯିବା ସମ୍ଭବନା ନାହିଁ । ଯେଉଁ ରାସ୍ତା ଦେଇ ଆସିଥିଲେ, ସେହି ରାସ୍ତାରେ…

ଦେଶରେ କରୋନା ନେଲାଣି ୫,୫୯୮ଟି ମୁଣ୍ଡ

ନୂଆଦିଲ୍ଲୀ, ୨/୬: ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୯୮ ହଜାର ୭୦୬ ଥିବା ବେଳେ ମୃତ୍ୟୁ ସଂଖ୍ୟା ୫,୫୯୮ କୁ ବୃଦ୍ଧି  ପାଇଛି।କରୋନା ରେ ଆକ୍ରାନ୍ତ ଥିବା ୯୫,୫୨୭ ଜଣ ସୁସ୍ଥ ହୋଇଥିବା ବେଳେ ଚିକିତ୍ସିତ ହେଉଛନ୍ତି…

ମାଡି ଆସୁଛି ବାତ୍ୟା ନିସର୍ଗ

ନୂଆଦିଲ୍ଲୀ,୨/୬:ବାତ୍ୟା ଅମ୍ଫାନର ଦାଗ ନଲିଭିବା ବେଳେ ଆରବ ସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଦକ୍ଷିଣ ପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ମଝିରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଗତକାଲି ଅବପାତର ରୂପ ନେଇଥିଲା…

ସିଆରପିଏଫ୍ କ୍ୟାଣ୍ଟିନରୁ ହଟିଲା ୧୦୦୦ରୁ ଅଧିକ ବିଦେଶୀ ସାମଗ୍ରୀ

କରୋନା ସଙ୍କଟ ଯୋଗୁଁ ଦେଶର ଅର୍ଥନୀତି ବିଗିଡି ଯାଇଛି । ଏଥିରେ ସୁଧାର ପାଇଁ ସ୍ୱଦେଶୀ ଉତ୍ପାଦନକୁ ବ୍ୟବହାର କରିବାରେ ସରକାର ଗୁରୁତ୍ୱ ଦେଉଛନ୍ତି । ଏହି କ୍ରମରେ ସିଆରପିଏଫ୍ କ୍ୟାଣ୍ଟିନରୁ ୧୦୦୦ରୁ ଅଧିକ ବିଦେଶୀ ମାଲକୁ…

ବାଜିଲା ରାଜ୍ୟସଭା ନିର୍ବାଚନ ବିଗୁଲ୍, ୧୯ରେ ୭ ରାଜ୍ୟର ୧୮ ଆସନ ପାଇଁ ନିର୍ବାଚନ

ନୂଆଦିଲ୍ଲୀ, ୧ା୬: ବାଜିଲା ରାଜ୍ୟସଭା ନିର୍ବାଚନ ବିଗୁଲ୍ । ଆଜି ୭ଟି ରାଜ୍ୟର ୧୮ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ୧୯ଜୁନରେ ନିର୍ବାଚନ ହେବା ସହ ସେହିଦିନ ହିଁ ଫଳାଫଳ ଘୋଷଣା କରାଯିବା ନେଇ…

କୃଷକଙ୍କ ପାଇଁ ଖୁସି ଖବର, ୩ଲକ୍ଷ ଯାଏଁ ଋଣ ଉପରେ ୨% ସୁଧ ଛାଡ଼

ନୂଆଦିଲ୍ଲୀ, ୧ା୬: କେନ୍ଦ୍ର କ୍ୟାବିନେଟର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର ଏକ…