Browsing Category

ଦେଶ

ଦ୍ୱିତୀୟ ଲହରରେ ୫୯୪ ଡାକ୍ତରଙ୍କ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ରାଜ୍ୟରୁ କେତେ?

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଯୋଗୁଁ ରୋଗୀଙ୍କ ସମତେ ଅନେକ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାର ଦ୍ୱିତୀୟ ଲହରରେ ଦେଶରେ ଅତି କମରେ ୫୯୪ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ବା…

କଟକଣା ତାଲା ଖୋଲିବ କେମିତି? ICMR ମହାନିର୍ଦ୍ଦେଶକ ରଖିଲେ ୩ ସର୍ତ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୀର ଦ୍ୱିତୀୟ ତରଙ୍ଗରେ କଲବଲ ହେଉଛି ଦେଶ । ଏଥିପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍ ଲାଇନ୍ ସମେତ ବିଭିନ୍ନ ରାଜ୍ୟ ସରକାର ଲଗାଇଛନ୍ତି କଡ଼ା କଟକଣା । ପ୍ରାୟତଃ ସବୁ ରାଜ୍ୟ ସରକାର…

ଲକଡାଉନରେ ସରିଗଲା ରୋଗଗ୍ରସ୍ତ ପୁଅର ଔଷଧ: ସାଇକେଲରେ ତିନି ଦିନ ଧରି ୩୦୦ କିଲୋମିଟର ଯାତ୍ରା କଲେ ଯୁବକ

ମସୁର: କର୍ଣ୍ଣାଟକର ମୈସୁରରେ ଏକ ଦୁଃଖଦ ତଥା ଭାବପ୍ରବଣାତ୍ମକ ଘଟଣା ସାମନାକୁ ଆସିଛି । ଜଣେ ରୋଗ ଜର୍ଜରିତ ପୁତ୍ର ପାଇଁ ଜଣେ ମଜଦୁଦ ତଥା ଗରିବ ପିତାର ତ୍ୟାଗର କାହାଣୀ ଦେଖିବାକୁ ମିଳିଛି । କରୋନାର ଦ୍ୱିତୀୟ ଲହରରେ…

ଅଧା କର୍ମଚାରୀରେ ସ୍କୁଲ ଚାଲିବ, ଜୁନ୍ ୧୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଘରେ ରହିବେ, ନିଷ୍ପତ୍ତି ନେଲା ଶିକ୍ଷା ବିଭାଗ

ନୂଆଦିଲ୍ଲୀ: ଗ୍ରୀଷ୍ମ ଛୁଟି ପରେ ଜୁନ୍ ପହିଲାରୁ ହରିୟାଣାରେ ସମସ୍ତ ସ୍କୁଲ ଖୋଲିଛି । ସ୍କୁଲ ଖୋଲିଥିଲେ ମଧ୍ୟ ସମସ୍ତ ଛାତ୍ରଛାତ୍ରୀ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ଆସିବେ ନାହିଁ । ଏହି ସମୟରେ ଅଧା କର୍ମଚାରୀ…

ଦେଶରେ ପୁଣି ବଢ଼ିଲା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା, ଆଜି ୩୨୦୭ ଜଣଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା କମିଆସୁଥିବା ବେଳେ ଆଜି ପୁଣି ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୨୦୭ ଜଣଙ୍କ ମୃତ୍ୟୁ…

ଭୟଙ୍କର ସିଲିଣ୍ଡର ବିସ୍ଫୋରଣରେ ଦୁଇ କୋଠା ଭୁଶୁଡ଼ିଲା: ୪ ଶିଶୁଙ୍କ ସମେତ ୮ ଜଣଙ୍କ ମୃତ୍ୟୁ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଗୋଣ୍ଡାରେ ସିଲିଣ୍ଡର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଦୁଇ ପୁରୁଷ, ଦୁଇ ମହିଳା ଓ ୪ ଜଣ ଶିଶୁ ରହିଥିବା ଜଣାପଡ଼ିଛି । ଆଜି…

ଭାରତୀୟ କରୋନା ଷ୍ଟ୍ରେନ୍‌କୁ “ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ କରୋନା ଭୂତାଣୁର ନାମକରଣ ହୋଇଛି । ଏହାର ନାଁ ଦିଆଯାଇଛି ‘ଡେଲ୍‌ଟା ଭାରିଏଣ୍ଟ’ । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସୋମବାର ପ୍ରଥମଥର ପାଇଁ କରୋନା ଭୂତାଣୁ…

ହେ ଭଗବାନ ! ଶୀଘ୍ର ସମସ୍ତଙ୍କ ଟିକାକରଣ ହୋଇଯାଉ, ପୂର୍ବପରି ସମସ୍ତେ କୋର୍ଟରେ ନଜର ଆସନ୍ତୁ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣର ଗତି ଉପରେ ବ୍ରେକ୍ ଲାଗିଥିଲେ ମଧ୍ୟ ଟିକାକରଣ ଧିମେଇ ଯିବା ସବୁଠୁ ବଡ ଚିନ୍ତାର କାରଣ ପାଲଟିଛି। ଏହି ଚିନ୍ତା କେବଳ ସରକାରଙ୍କୁ ନୁହେଁ, ବିଚାରପତିଙ୍କୁ ମଧ୍ୟ ଘାରୁଛି। ଏଥିପାଇଁ…

ଲଦାଖରେ ଭାରତୀୟ ସେନାର ତୋପବର୍ଷଣକାରୀ ‘କେ-୯’ ବଜ୍ର ସଜାଗ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ: ପୂର୍ବ ଲଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି)ରେ ୨୦୨୦ରେ ଚୀନ ସହ ହୋଇଥିବା ବିବାଦ ପରଠାରୁ ଭାରତୀୟ ସେନା ପୂରା ସତର୍କ ରହିଛି । ସମ୍ପ୍ରତି ଭାରତୀୟ ସେନା ଲଦାଖରେ ଚୀନ ତରଫରୁ କୌଣସି ସମ୍ଭାବ୍ୟ…

ପ୍ରଧାନମନ୍ତ୍ରୀଙ୍କ ବୈଠକରେ ବଡ ନିଷ୍ପତ୍ତି: ରଦ୍ଦ ହେଲା CBSE ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ଦେଶବ୍ୟାପୀ ବାତିଲ ହୋଇଛି ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । କୋଭିଡ ସ୍ଥିତିକୁ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ତେବେ କରୋନା କାଳରେ…