Browsing Category

ରାଜ୍ୟ

ମୋବାଇଲ ନମ୍ବରକୁ ଟ୍ରାକ୍ କରି ଧଳା ଜହର ବେପାରୀକୁ ମାଡ଼ି ବସିଲା ପୁଲିସ: ୭ ଗ୍ରାମ ବ୍ରାଉନ୍‌ସୁଗର ଓ ସ୍କୁଟି ଜବତ

ରଣପୁର (ଭାସ୍କର ନ୍ୟୁଜ୍‌): ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଓ ରଣପୁର ଥାନା ଅଞ୍ଚଳରେ ଧଳା ଜହର କାରବାର ରୋକିବା ପାଇଁ ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କଡା ନିର୍ଦେଶ ଦେଇଛନ୍ତି । ଯାହାକୁ ନେଇ ପୋଲିସ ଧଳା ଜହର…

ବନ୍ଦ ହେଲା ହୀରାକୁଦର ୪ଟି ଗେଟ୍

ସମ୍ବଲପୁର(ଓଡ଼ିଶା ଭାସ୍କର): ଧିରେ ଧିରେ କମିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଜଳସ୍ତର କମୁଥିବାରୁ ହୀରାକୁଦ ଡ୍ୟାମର ୪ଟି ଗେଟକୁ ବନ୍ଦ କରିଦିଆଯାଇଛି । ବର୍ତ୍ତମାନ ୨୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ…

ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଓଡ଼ିଶା, ଏବେ ସୁଦ୍ଧା ୨ କୋଟି ରାଜ୍ୟବାସୀ ନେଲେଣି କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): କୋଭିଡ୍‌ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏବେ ସୁଦ୍ଧା ୨ କୋଟିରୁ ଅଧିକ ପ୍ରଥମ କୋଭିଡ୍‌ ଟିକା ନେଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି ।…

ପୋଖରୀରେ ବୁଡ଼ି ବାପ-ପୁଅ ମୃତ

ଅନୁଗୁଳ(ଓଡ଼ିଶା ଭାସ୍କର): ପୋଖରୀରେ ବୁଡ଼ି ବାପା ଓ ପୁଅ ପ୍ରାଣ ହରାଇଛନ୍ତି । ପୁଅର ବୟସ ୪ ବର୍ଷ ହୋଇଥିବା ଜଣାପଡ଼ିଛି । ବଅଁରପାଳ କଇଁଛବାହାଳ ଗାଁ ରେ ଥିବା ଏକ ପୋଖରୀରେ ବୁଡ଼ିଯାଇଛନ୍ତି ଏହି ବାପା ଓ ପୁଅ । ଗାଧୋଇବାକୁ…

ନଦୀରେ ବୁଡ଼ି ୨ ଭାଇ ମୃତ, ଗାଧୋଇବା ବେଳେ ଭାସିଗଲେ

ପିପିଲି(ଓଡ଼ିଶା ଭାସ୍କର): ଲୁଣା ନଦୀରେ ବୁଡ଼ି ୨ ନାବାଳକ ଭାଇ ପ୍ରାଣ ହରାଇଛନ୍ତି । କଣାସ ଧାନକେରା ପଞ୍ଚାୟତ ନାଗଣ ଗାଁରେ ଦୁଃଖଦ ଘଟଣା ଘଟିଥିବା ସୂଚନା ମିଳିଛି । ଦୁଇ ଭାଇ ମିଶି ଲୁଣା ନଦୀକୁ ଗାଧୋଇବାକୁ ଯାଇଥିବା…

ରାଜ୍ୟରେ ବନ୍ୟାସ୍ଥିତିକୁ ନେଇ ଆଜି କ’ଣ କହିଲେ ଏସଆରସି, ଜାଣନ୍ତୁ

ଭୁବନେଶ୍ୱର,(ଓଡିଶା ଭାସ୍କର): ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବନ୍ୟା ସ୍ଥିତି ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ।…

ମୂର୍ତ୍ତି ବିବାଦ: ପୂଜା କମିଟିକୁ ବଡ ଝଟକା, ଉଚ୍ଚତା ବୃଦ୍ଧି ଆବେଦନ ହାଇକୋର୍ଟରେ ଖାରଜ

କଟକ : ମା ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗରେ କମିଟିଗୁଡିକୁ ଲାଗିଛି ବଡ ଝଟକା । ମୂର୍ତ୍ତି ଉଚ୍ଚତା ବୃ୍ଦ୍ଧି କରାଯାଇ ପାରିବ ନାହିଁ ବୋଲି ଶୁକ୍ରବାର ଶୁଣାଣିରେ କହିଛନ୍ତି ହାଇକୋର୍ଟ । ମୂର୍ତ୍ତି ବିବାଦ…

ଗୁଜୁରାଟ ମଡେଲ୍ ଦେଖିବେ, ଓଡ଼ିଶାରେ ସକ୍ସେସ ପାଇଁ ଚେଷ୍ଟା କରିବେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀଙ୍କର ନେତୃତ୍ୱରେ ରାଜ୍ୟ ବିଜେପି ସଂଗଠନର ଏକ ବିଶେଷ ଦଳ ଗୁଜୁରାଟ ଗସ୍ତ କରୁଛନ୍ତି । ଏହି ଅବସରରେ ଗୁଜୁରାଟରେ ଆଗାମୀ ୩…

ମହାନଦୀରେ ମଧ୍ୟମ ଧରଣର ବନ୍ୟା, ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାନଦୀରେ ମଧ୍ୟମ ଧରଣର ବନ୍ୟା ସୃଷ୍ଟି ହୋଇଛି । ଏନେଇ ଆଜି ମତ ପ୍ରକାଶ କରିଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ । ସେ ବନ୍ୟା ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି । ସେ ଦେଇଥିବା ସୂଚନା…

ପୁଣି ବଢ଼ିଲା ବୈତରଣୀ: ବିପଦ ସଂକେତ ଉପରେ ଜଳସ୍ତର, ତଳିଆ ଅଞ୍ଚଳରେ ବଢୁଛି ପାଣି

ଆଖୁଆପଦା (ଓଡିଶା ଭାସ୍କର): ପୁଣି ବଢ଼ିବାରେ ଲାଗିଛି ବୈତରଣୀ ନଦୀର ଜଳସ୍ତର । ଭଦ୍ରକ ଜିଲ୍ଲାର ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ, ୧୨ଟା ସୁଦ୍ଧା ୧୮.୪୭ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି…