Browsing Category

ରାଜ୍ୟ

ସାବଧାନ୍: ଏଣିକି ପ୍ରଥମ ଉଲ୍ଲଙ୍ଘନରେ ବି ରଦ୍ଦ ହେବ ଲାଇସେନ୍ସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକଙ୍କ ସୁରକ୍ଷା ପାଇଁ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଛି । ଏଣିକି ମୋଟର ଯାନ ଆଇନ ଉଲ୍ଲଙ୍ଘନ କଲେ ଅସ୍ଥାୟୀ ଭାବେ ଲାଇସେନ୍ସ ରଦ୍ଦ ହେବ । ପ୍ରାୟ ୩ ମାସ ପାଇଁ ଅସ୍ଥାୟୀ ଭାବେ…

ତୃତୀୟ ଲହରକୁ ନେଇ ଡିଏମଇଟି କହିଲେ- ‘ବିଭିନ୍ନ ମଡେଲର ଆକଳନ ଭିନ୍ନ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ଦ୍ୱିତୀୟ ଲହର ହ୍ରାସ ପାଇଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଛାନିଆ ପଶିଛି । ଏହାରି ମଧ୍ୟରେ କୋଭିଡର ୩ୟ ଲହରକୁ ନେଇ ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇ କହିଛନ୍ତି ଯେ,…

ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ମାମଲା: ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (ଓଡ଼ିଶା ଭାସ୍କର): ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ମାମଲାରେ ୩ଟି ପୃଥକ ରିଟ୍ ପିଟିସନକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ହାଇକୋର୍ଟ । କଟକ, ଭୁବନେଶ୍ୱର କର୍ପୋରେସନ ତରଫରୁ ଦାଖଲ ହୋଇଥିଲା ପିଟିସନ୍ । ଏହା…

ଅଫ୍‌ଲାଇନ ମାଟ୍ରିକ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ସୋରଡ଼ା ବିଧାୟକ

ସୋରଡ଼ା (ଓଡ଼ିଶା ଭାସ୍କର): ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଫଳାଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି । ଏଥିରେ ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମାଟ୍ରିକ୍‌ ପରୀକ୍ଷାରେ ପାସ୍‌ କରିଛନ୍ତି । ୪୯…

ବିଦ୍ୟୁତ ଯାନକୁ ଓଡ଼ିଶାର ପ୍ରୋତ୍ସାହନ, ଜାଣନ୍ତୁ କାହାକୁ ମିଳିବ କେତେ ରିହାତି?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦିନକୁ ଦିନ ପେଟ୍ରୋଲ-ଡିଜେଲ ଦର ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ମଧ୍ୟ ବିଦ୍ୟୁତ୍ ଚାଳିକ ଯାନକୁ କିଣିବା ପାଇଁ ପ୍ରୋତ୍ସାହିତ କରୁଛନ୍ତି । ଏହା ବ୍ୟତୀତ ପ୍ରଦୂଷଣ…

ରାଜ୍ୟରେ ପୁଣି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍…

ଓଡ଼ିଶାରେ ୮୮୭ କରୋନା ପଜିଟିଭ୍ ଚିହ୍ନଟ, ସେଥିରୁ ୧୩୧ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି…

ସେପ୍ଟେମ୍ବର ଓ ଅକ୍ଟୋବରରେ ତୃତୀୟ ଲହର: ପାର୍ବଣ ଋତୁରେ ଭିଡ଼ ନକରିବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌) : ସେପ୍ଟେମ୍ବର ଓ ଅକ୍ଟୋବରରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏହି ସମୟରେ ପାର୍ବଣ ଋତୁ ଥିବାରୁ ଲୋକମାନେ ବାହାରକୁ ଆସି ଭିଡ଼ ନକରିବାକୁ କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

୫ ହଜାର ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡ଼ି ବସିଲେ ଭିଜିଲାନ୍ସ ଟିମ୍

ସୁନ୍ଦରଗଡ଼ (ଭାସ୍କର ନ୍ୟୁଜ୍‌):  ଏକ ମାମଲାକୁ ରଫାଦଫା କରିବା ଲାଗି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନାର ଜଣେ ପୁଲିସ୍‌ ଏଏସ୍‌ଆଇ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,(ଭାସ୍କର ନ୍ୟୁଜ୍) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ବନକଲାଗି ସେବା କରିବେ । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ…