Browsing Category

ରାଜ୍ୟ

ଚୋରୀ ମାମଲାର ତଦନ୍ତ ବଦଳରେ ଭଗବାନଙ୍କ ଉପରେ ବିଶ୍ୱାସ କଲା ପୋଲିସ, ବାବା ବକ୍ରେଶ୍ୱରଙ୍କ ମନ୍ଦିରରେ ନିୟମ ପୂର୍ବରୁ ମିଳିଲା ଚୋରୀ ଘଣ୍ଟା ଓ…

ଗୋପ(ଓଡ଼ିଶା ଭାସ୍କର): କଥାରେ ଅଛି ବିଶ୍ୱାସ ମୂଳେ ଭଗବାନ । ପୋଲିସ ମଧ୍ୟ ଭଗବାନଙ୍କ ଉପରେ ବିଶ୍ୱାସ କରୁଛି । ଏପରି ଏକ ଘଟଣା ଘଟିଛି ଗୋପ ଥାନା ଅଞ୍ଚଳରେ । ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ ନିୟମ କରିବାକୁ ଦୁଇ…

ଆଜି ଆସିବେ କେନ୍ଦ୍ରୀୟ ଟିମ, ବାତ୍ୟା ‘ୟାସ୍‌’ରେ ପ୍ରଭାବିତ ୪ ଜିଲ୍ଲାର କ୍ଷୟକ୍ଷତି ଆକଳନ କରିବେ ଟିମ୍

ନୂଆଦିଲ୍ଲୀ/ଭୁବନେଶ୍ୱର (ଓଡ଼ିଶା ଭାସ୍କର) :  ବାତ୍ୟା "ୟାସ୍‌' କ୍ଷୟକ୍ଷତି ଆକଳନ ପାଇଁ ରବିବାର ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌ । କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ ବନୱଲଙ୍କ ନେତୃତ୍ୱରେ ଏ ଟିମ୍‌…

ଆଜି ଝଡବର୍ଷା ସହ ବଜ୍ରପାତ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଜି ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି,…

ଯୁକ୍ତ ୨ ମୂଲ୍ୟାୟନ ପାଇଁ ୧୪ ଜଣିଆ ବିଶେଷଜ୍ଞ  କମିଟି ଗଠନ

ଭୁବନେଶ୍ଵର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ବାତିଲ୍ ହୋଇଛି। କରୋନାକାଳରେ କେମିତି ବୋର୍ଡ ପରୀକ୍ଷା ହେବ ନେଇ ତାକୁ ନେଇ ଛାତ୍ର-ଛାତ୍ରୀ ଏବଂ ଅଭିଭାବକ ମହଲ ଚିନ୍ତାରେ ଥିଲେ। ଏବେ…

ଭୁବନେଶ୍ୱରରୁ ଆଜି ୫୯୨ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଥିବା ବେଳେ ଭୁବନେଶ୍ୱରରୁ ଆଜି ୫୯୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…

ପ୍ରାଣ ହରାଉନାହାନ୍ତି ଟିକା ନେଇଥିବା ସଂକ୍ରମିତ ବ୍ୟକ୍ତି: ଏମ୍ସ ଗବେଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋଭିଡ୍ ମହାମାରୀର ଦ୍ୱିତୀୟ ଲହରରେ ଟିକାକରଣକୁ ତ୍ୱରାନ୍ୱିତ କରାଯାଇଛି । ଏଭଳି ସ୍ଥଳେ ଅଧିକରୁ ଅଧିକ ଲୋକ ଟିକାକରଣ ପ୍ରକ୍ରିୟାରେ ଭାଗ ନେଉଛନ୍ତି । ତେବେ ଅନେକ ଦିନକୁ ଏମ୍ସ ପକ୍ଷରୁ…

ଜୁନ ୧୦ରେ ବର୍ଷର ପ୍ରଥମ ଓ ଶେଷ ସୂର୍ଯ୍ୟପରାଗ, ଜାଣନ୍ତୁ କେଉଁ ରାଶି ପାଇଁ କିପରି ପ୍ରଭାବ ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତ ବର୍ଷର ପ୍ରଥମ ଓ ଶେଷ ସୂର୍ଯ୍ୟ ପରାଗ ଜୁନ ୧୦ ତାରିଖରେ ହେବାକୁ ଯାଉଛି । ଆମେରିକା, ୟୁରୋପ, ଏସିଆ ମହାଦେଶରେ କିଛି ଅଞ୍ଚଳରେ ଏହା ଦୃଶ୍ୟମାନ ହେବ। ଭାରତରେ କେବଳ ଜାମ୍ମୁ-କାଶ୍ମୀରର…

ବିଦେଶ ଯିବାକୁ ଥିଲେ ଛାତ୍ରଛାତ୍ରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ମିଳିବ ଟିକା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପାଠ ପଢ଼ିବା ପାଇଁ ବିଦେଶ ଯିବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା କରାଯିବ । ଏନେଇ ଆଜି ପ୍ରେସମିଟ୍ କରି ବିଏମସି କମିଶନର ସଞ୍ଜୟ ସିଂ ସୂଚନା ଦେଇଛନ୍ତି ।…

ସାବଧାନ୍! କାଲି ସକାଳ ସୁଦ୍ଧା ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଝଡବର୍ଷା ସହ ବଜ୍ରପାତ ହେବାର ଆଶଙ୍କା

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କାଲି ସକାଳ ସୁଦ୍ଧା ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ…

ନିତି ଆୟୋଗର ଏସଡିଜି ରିପୋର୍ଟକୁ ନେଇ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର, (ଓଡିଶା ଭାସ୍କର): ନିତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ରିପୋର୍ଟକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଯାଇଛି । ଏହି ରିପୋର୍ଟ ଦ୍ୱାରା ଓଡ଼ିଶାର…