Browsing Category

ରାଜ୍ୟ

ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟ ଶାସନ ସଚିବ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା: ପୁଣି ବଢ଼ିପାରେ ଲକଡାଉନ୍ ଅବଧି

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ସନ୍ଧ୍ୟା ସାଢ଼େ ୬ଟା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କରିବେ ଘୋଷଣା । ଏହି ଅବସରରେ ସେ କୋଭିଡ୍ ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଲକଡାଉନ୍…

ଚୀନରୁ ଭୁବନେଶ୍ୱରରେ ପହଞ୍ଚିଲା ଅକ୍ସିଜେନ୍ ସିଲିଣ୍ଡର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚୀନରୁ ଭୁବନେଶ୍ୱରରେ ପହଞ୍ଚିଲା ଅକ୍ସିଜେନ୍ ସିଲିଣ୍ଡର । ଦେଶକୁ ପ୍ରଥମ ଥର ପାଇଁ ଚୀନରୁ ଅକ୍ସିଜେନ୍ ଆସିଛି । ଏନେଇ ସୂଚନା ଦେଇଛନ୍ତି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍…

ଓଡିଶାରୁ ଆଜି ୩୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ପୁଣି ବଢିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ…

ଓଡିଶାରେ ପୁଣି ବଢିଲା ସଂକ୍ରମଣ: ଆଜି ୯,୫୪୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ପୁଣି ଉପରମୁହାଁ ହେବାରେ ଲାଗିଛିି । ଗତ ୨୪ ଘଣ୍ଟା ରାଜ୍ୟରେ ୯ ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୩୪୩ ଜଣ…

ସ୍ବର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ, କରୋନା ନେଲା ଜୀବନ

ପିପିଲି(ଓଡିଶା ଭାସ୍କର): ପୂର୍ବତନ ମନ୍ତ୍ରୀ ତଥା ସ୍ବର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତେବେ…

୫ ହଜାର ‘ଟୁ-ଡିଜି’ ଔଷଧର ଅର୍ଡର ଦେଲେ ଓଡ଼ିଶା ସରକାର, ଖୁବଶୀଘ୍ର ରାଜ୍ୟକୁ ମିଳିବ

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଡର ଦିଆଯାଇଛି । ୫ ହଜାର ସ୍ୟାଚେଟ୍‌ ଟୁ- ଡିଜି ମେଡିସିନ୍‌ ପାଇଁ ଅର୍ଡର ଦିଆଯାଇଛି ବୋଲି ଶନିବାର ସ୍ୱାସ୍ଥ୍ୟ…

ରାଜ୍ୟରେ ଅସହ୍ୟ ତାତି ଓ ଗୁଳୁଗୁଳି: ୪୩ ଡିଗ୍ରୀ ସହ ଉତ୍ତପ୍ତ ସହର ପାଲଟିଲା ଭବାନୀପାଟଣା

ଭୁବନେଶ୍ବର(ଓଡିଶା ଭାସ୍କର) : ଗତ କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଗରମ ଓ ଗୁଳୁଗୁଳି । ରାଜ୍ୟର ୪ ସହରର ତାପମାତ୍ରା ଆଜି ୪୦ ଡିଗ୍ରୀ ଉପରେ ରହିଛି । ୪୩ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ…

ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଦୃଶ୍ୟ, ଘୂରିବୁଲିଲା ରତ୍ନସିଂହାସନରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ!

ପୁରୀ(ଓଡିଶା ଭାସ୍କର): ଅନେକ କଟକଣା ପରେ ପୁଣି ଭାଇରାଲ୍ ହୋଇଛି ଶ୍ରୀମନ୍ଦିର ଭିତର ଫଟୋ । ରତ୍ନସିଂହାସନରୁ ଦିଅଁଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଫଟୋ ଚିତ୍ର ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।…

ଭୁବନେଶ୍ୱରରୁ ଆଜି ୮୭୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୮୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…

ମାନିଲେନି କରୋନା କଟକଣା, କାନଧରି ହେଲେ ଉଠବସ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର):  ମହାମାରୀ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ସାରା ଦେଶରେ କଡ଼ା କଟକଣା ବଳବତ୍ତର ରହିଛି । ଅନେକ ସ୍ଥାନରେ ଲକଡାଉନ ସହ ସପ୍ତାହନ୍ତ ଶଟଡାଉନ ଜାରି ରହିଛି । କିନ୍ତୁ ସାଧାରଣ ଜନତାଙ୍କ ଭଲ ପାଇଁ…