
Browsing Category
ରାଜ୍ୟ
ମାଓବାଦୀଙ୍କ ଭାରତ ବନ୍ଦ ଡାକରା ପୂର୍ବରୁ ହିଂସା, ଜାଳିଦେଲେ ଆଠରୁ ଅଧିକ ଗାଡ଼ି
ମାଲକାନଗିରି, ୨୫ ।୪ (ଓଡିଶା ଭାସ୍କର): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମାରେ ଲାଲ୍ ବାହିନୀ ହିଂସାକାଣ୍ଡ ଘଟାଇଛନ୍ତି । ସୁରକ୍ଷା ବାହିନୀର ଅପରେସନ୍ ପ୍ରହାରକୁ ବିରୋଧ କରି ପୋଡ଼ାଜଳା କରିଛନ୍ତି ସଶସ୍ତ୍ର…
ଆସନ୍ତା ପାଞ୍ଚ ଦିନ ବଜାର ବନ୍ଦ ପାଇଁ ବଣିକ ସଂଘର ନିଷ୍ପତ୍ତି
ହିଞ୍ଜିଳିକାଟୁ-୨୫ ।୪(ଓଡିଶା ଭାସ୍କର): ଦେଶରେ ତଥା ରାଜ୍ୟରେ କ୍ରମାଗତ ଭାବରେ ବଢିଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା କାଲି ଠାରୁ ୫ଦିନ ପାଇଁ ଦୋକାନ ବଜାର ବନ୍ଦ ରଖିବା ପାଇଁ ହିଞ୍ଜିଳିକାଟୁ…
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା- ‘ରାଜ୍ୟବାସୀଙ୍କୁ ମିଳିବ ମାଗଣା ଟିକା’
ଭୁବନେଶ୍ୱର,୨୫ ।୪(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢିଚାଲିଥିବା ବେଳେ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଏକ ଭିଡିଓ…
ତାତୁଛି ଓଡିଶା! ୪୦ ଡିଗ୍ରୀ ଉପରେ ୧୭ଟି ସହରର ତାପମାତ୍ରା
ଭୁବନେଶ୍ୱର,୨୫ ।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ସାଙ୍ଗକୁ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟର ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୩,୨ ଡିଗ୍ରୀ ସହ ଭୁବନେଶ୍ୱର ଆଜି…
ଖୁସି ଖବର : ରାଜ୍ୟରେ ଆଜି ୩୪୬୪ ଆକ୍ରାନ୍ତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୨୫।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…
ଭୁବନେଶ୍ୱରରେ କରୋନା ସ୍ଥିତି ଅସମ୍ଭାଳ
ଭୁବନେଶ୍ୱର ୨୫ । ୪ (ଓଡିଶା ଭାସ୍କର) : ଭୁବନେଶ୍ୱରରେ ଆଜି ୬୮୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୭୬ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…
ଭୁବନେଶ୍ୱରରେ ଚାଞ୍ଚଲ୍ୟ :ପ୍ରେମିକ ଆଗରେ ରଶି ଲଗାଇ ଆତ୍ମହତ୍ୟା କଲା ପ୍ରେମିକା
ଭୁବନେଶ୍ୱର, ୨୫ ।୪ (ଓଡିଶା ଭାସ୍କର) : ଭୁବନେଶ୍ୱର ଆଜି ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ପ୍ରେମିକ ଆଗରେ ରଶି ଲଗାଇ ଆତ୍ମହତ୍ୟା କଲା ପ୍ରେମିକା । ଏହି ଘଟଣା ଘଟିଛି ଭୁବନେଶ୍ୱରର ଖଣ୍ଡଗିରି ଥାନା ଜାଗମରା…
ସାହାଯ୍ୟର ମାଧ୍ୟମ ପାଲଟିଛନ୍ତି ନିକିତା ଏବଂ ସ୍ନେହା
ଭୁବନେଶ୍ୱର, ୨୫ ।୪ (ଓଡିଶା ଭାସ୍କର) : କରୋନା ସଂକ୍ରମଣ ଭୟରେ ନିଜ ଲୋକ ପର କରିଦେଉଥିବା ବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ନିକିତା ଏବଂ ସ୍ନେହା । କରୋନାର ପ୍ରଥମ ଲହର ବେଳେ ସେମାନଙ୍କ ପରିବାର ଲୋକେ ରାସନ…
ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଲାଗୁ ହେଲା କଟକଣା !
ପୁରୀ ୨୫ । ୪ (ଓଡିଶା ଭାସ୍କର) : ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଲାଗୁ ହେଲା କଟକଣା । ଆସନ୍ତା କାଲିଠାରୁ ବାହାର ଜିଲ୍ଲାର ଲୋକଙ୍କ ପାଇଁ ମନା ହେଲା ସ୍ୱର୍ଗଦ୍ୱାର । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ…
ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା
ପୁରୀ ୨୫ । ୪ (ଓଡିଶା ଭାସ୍କର) : ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା । ଶ୍ରୀମନ୍ଦିର ସହ ସଂପୃକ୍ତ ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା । ନ୍ୟୁ ଇଣ୍ଡିଆନ୍ ଇନସୁରାନ୍ସ କମ୍ପାନୀ ପକ୍ଷରୁ ସ୍ୱାସ୍ଥ୍ୟବୀମା ମିଳିବ ।…