CHARIDHAM
Browsing Category

ରାଜ୍ୟ

ରାଜ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୩ ।୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ…

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେବେଠାରୁ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରାର୍ଥୀ

ଭୁବନେଶ୍ୱର, ୨୩ା୩ (ଓଡିଶା ଭାସ୍କର): ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ…

ଜିଆରଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର, ୨୩ା୩ (ଓଡିଶା ଭାସ୍କର): କେନ୍ଦୁଝର ଜିଲ୍ଲାରେ ଜଣେ ଜିଆରଏସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଘଟଗାଁ ପାଟଣା ପଞ୍ଚାୟତର ଜିଆରଏସ ସୌଭାଗ୍ୟଲକ୍ଷ୍ମୀ…

ଆଜିଠାରୁ ଓଡ଼ିଶାରେ ନାଇଟ୍ କର୍ଫ୍ୟୁ: ଜାଣନ୍ତୁ କେଉଁ ସହରରେ

ଭୁବନେଶ୍ୱର, ୨୩ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ରାଜଧାନୀ ଭୁବନେଶ୍ୱର ଓ କଟକରୁ ନୂଆ ମାମଲା ଆସିବା ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି । ଆଜି ରାତି ୯ଟାରୁ ମାର୍ଚ୍ଚ ୩୧…

ମଦ ପିଇବା ପାଇଁ ବଦଳିଲା ନିୟମ: ଜାଣନ୍ତୁ କେତେ ବର୍ଷରେ କିଣିପାରିବେ ଆଲକୋହଲ୍?

ନୂଆଦିଲ୍ଲୀ,୨୨ ।୩: ମଦ କାରବାର ରୋବିକା ପାଇଁ ଦିଲ୍ଲୀରେ କେଜରିୱାଲ ସରକାର ବଡ ପଦକ୍ଷେପ ନେଇଛନ୍ତି । ଦିଲ୍ଲୀ ସରକାର ଏକ୍ସାଇଜ ପଲିସିରେ ଅନେକ ପରିବର୍ତ୍ତନ କରିଛନ୍ତି । ଏହା ପରେ ସରକାର ଆଉ ଦିଲ୍ଲୀରେ ମଦ ଦୋକାନ…

ଓଡିଶାର ଏହି ଜିଲ୍ଲା ରେ କାଲିଠୁ ନାଇଟ କର୍ଫ୍ୟୁ

ମାର୍ଚ୍ଚ ୨୩ରୁ ୩୧ ଯାଏଁ ମାଲକାନଗିରିରେ ନାଇଟ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରାଯାଇଛି । ରାତି ୯ରୁ ସକାଳ ୬ ଯାଏଁ ନାଇଟ କର୍ଫ୍ୟୁ ଲାଗୁ ରହିବ । ବଡ ଯାତ୍ରା , ହୋଲି କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ…

କାଲି ଗୃହରେ ଗାନ୍ଧୀଙ୍କୁ ନେଇ ଆଲୋଚନା: ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ଆଲୋଚନା ବାତିଲ

ଭୁବନେଶ୍ୱର,୨୨ ।୩(ଓଡିଶା ଭାସ୍କର): ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଆସନ୍ତାକାଲି ମହାତ୍ମାର ଗାନ୍ଧୀଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୁରିତ ହେଉଛି । ଏନେଇ…

ଫୁଲବାଣୀ ଫେରିଲା ଜଗା

କଟକ,୨୨ ।୩(ଓଡିଶା ଭାସ୍କର): କଟକ ଏସସିବିରୁ ଆଜି ଡିସଚାର୍ଜ ହୋଇଛି ଜଗା । ଗତ ୨ ବର୍ଷ ହେଲା କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଥିବା ଜଗା ଡିସଚାର୍ଜ ହେବା ପରେ ପୁଣି ଥରେ ଫୁଲବାଣୀ ଫେରିଆସିଛି । କନ୍ଧମାଳ…

XIMBରେ ୪୫ ପଜିଟିଭ ଚିହ୍ନଟ, ସକାଳେ ସିଲ୍ କରିଥିଲା ବିଏମସି

ଭୁବନେଶ୍ୱର, ୨୨ା୩ (ଓଡିଶା ଭାସ୍କର): ଭୁବନେଶ୍ୱର ସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ (XIMB)ରେ ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା…