Browsing Category

ରାଜ୍ୟ

କଟକ ସଦର ବ୍ଲକ୍‌ ଜିଲ୍ଲା ପରିଷଦ ଜୋନ୍‌-୭ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟୀ ।

କଟକ , 23/12 : କଟକ ସଦର ବ୍ଲକ୍‌ ଜିଲ୍ଲା ପରିଷଦ ଜୋନ୍‌-୭ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୯ ହଜାର ୨୨୧ ଭୋଟ୍‌ ବ୍ୟବଧାନରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । କଂଗ୍ରେସ ପ୍ରାର୍ଥୀଙ୍କୁ…

ବଡ ଖବର: ବ୍ରିଟେନ ଫେରନ୍ତା ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ।

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ଦେଶବ୍ୟାପୀ ଆତଙ୍କ ଖେଳିଯାଇଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ବ୍ୟକ୍ତି ଚିହ୍ନଟ ହୋଇଥିଲା । ସେ ୧୮ ଡିସେମ୍ବରରେ…

କାଲି କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବନ୍ଦ ରହିବ ସରକାରୀ ଅଫିସ୍‌ ।

କଟକ , ୨୩ ।୧୨(ଓଡିଶା ଭାସ୍କର): ସରକାରୀ ଚାକିରିଆ ପାଇଁ ଖୁସି ଖବର।ଆସନ୍ତାକାଲି ବନ୍ଦ ରହିବ କଟକ ଓ କେନ୍ଦ୍ରାପଡା ର ସମସ୍ତ ସରକାରୀ ଅଫିସ ।  ଏନେଇ ଘୋଷଣା କରିଛନ୍ତି ରାଜସ୍ବ କମିସନର । ମାଣବସା ପାଇଁ ସ୍ଥାନୀୟ ଛୁଟି…

ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ବ୍ୟକ୍ତି ଚିହ୍ନଟ

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ଦେଶବ୍ୟାପୀ ଆତଙ୍କ ଖେଳିଯାଇଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଡିସେମ୍ବର ୧୮ରେ…

୩୧ରେ ଅବସର ନେବେ ଅସିତ ତ୍ରିପାଠୀ

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): ଡିସେମ୍ବର ୩୧ରେ ଅବସର ନେବେ ଅସିତ ତ୍ରିପାଠୀ । ଅସିତ ଏବେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟ ଉନ୍ନୟନ କମିସନର ଭାବେ କାର୍ଯ୍ୟରତ ଅଛନ୍ତି । ୧୯୭୬ ବ୍ୟାଚର ଓଡିଶା କ୍ୟାଡର ଆଇଏଏସ ଅଫିସର…

ଶ୍ରୀମନ୍ଦିର ଦର୍ଶନ ନେଇ ନୂଆ ଏସଓପି ଜାରି

ପୁରୀ, ୨୩ା୧୨ (ଓଡିଶା ଭାସ୍କର): ୯ ମାସ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାର ଅନୁମତି ଆଜି ମିଳିଛି । ତେବେ ପ୍ରଭୁଙ୍କ ଦର୍ଶନ ନେଇ ପ୍ରଶାସନ ତରଫରୁ ଏସଓପି ଜାରି କରାଯାଇଛି । ଭକ୍ତମାନେ ଏହାକୁ ମାନି…

ପରୀ ମୃତ୍ୟୁ ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଲେ?

ନୟାଗଡ,୨୩ ।୧୨(ଓଡିଶା ଭାସ୍କର): ନୟାଗଡ ଯଦୁପୁର ‘ପରୀ’ ମୃତ୍ୟୁ ମାମଲାରେ ମନ୍ତ୍ରୀ ଅରୁଣ ସାହୁ ଆଜି ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ‘ ଭଗବାନ୍ ଓ ଓ ସମସ୍ତଙ୍କ ପାଖରେ ପ୍ରାର୍ଥନା କରୁଛି…

ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ନବୀନଙ୍କ ଉଦବୋଧନ

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସୁପ୍ରିମୋ ବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି । ସେ କହିଛନ୍ତି ଯେ, ‘ଓଡିଆ ଜାତି ହେଉଛି ଏକ ମହାନ…

ଭୁବନେଶ୍ୱରର କୋଟିପତି କିରାଣି ଗିରଫ

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ-୧ର ବରିଷ୍ଠ କିରାଣି ଆଜି ଗିରଫ ହୋଇଛନ୍ତି । ଅସିତ ନାୟକଙ୍କୁ ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍ । ରେଡ ବେଳେ ୫ କୋଟି ୨୩ ଲକ୍ଷରୁ…