Browsing Category

ରାଜ୍ୟ

ରାଜ୍ୟରେ ଆଜି ୭୫୭ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୦।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୫୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୬ ଜଣ ଓ…

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ୱର, ୨୦ ।୧୧(ଓଡିଶା ଭାସ୍କର): ବିଧାନସଭାର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । କୋଭିଡ କଟକଣା ଭିତରେ ସାଢେ ୪ ଘଣ୍ଟା ଚାଲିବ ଗୃହ । ଗୃହ ଆରମ୍ଭରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ…

ରାଜଧାନୀରେ ୩୦ ଲକ୍ଷ ଟଙ୍କା ସହ ଯୁବକ ଅଟକ, କେଉଁଠୁ ଆସିଲା ଏତେ ଟଙ୍କା?

ଭୁବନେଶ୍ୱର, ୨୦ ।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ୩୦ ଲକ୍ଷ ଟଙ୍କା ସମେତ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି । ତପୋବନ ପେଟ୍ରୋଲ ପମ୍ପ ପାଖରୁ ଧରିଛି ଖଣ୍ଡଗିରି ଥାନା ପୋଲିସ । ଅଖା ବ୍ୟାଗରେ…

ଆଜି ଆଉ ୧୦୧୯ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୯।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଏଣିକି ହେଲମେଟ୍ ନପିନ୍ଧିଲେ ବାତିଲ୍ ହେବ ଲାଇସେନ୍ସ

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): ରାଜ୍ୟରେ ଦୁର୍ଘଟଣା ବଢୁଥିଲେ ବି ଲୋକମାନେ ହେଲମେଟ୍ ପିନ୍ଧିବାକୁ ହେୟ ଜ୍ଞାନ କରୁଛନ୍ତି । ଏଥିପାଇଁ ହେଲମେଟ୍ ନିୟମକୁ କଡାକଡି ପାଳନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ଏଣିକି…

ଖୁବ ଶୀଘ୍ର ରାଜ୍ୟରେ ହେବ ଆଉ ୩ଟି ମେଡିକାଲ କଲେଜ, ଜାଣନ୍ତୁ କେଉଁଠି ?

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): ଖୁବଶୀଘ୍ର ତାଳଚେର, ସୁନ୍ଦରଗଡ଼ ଓ ପୁରୀରେ ହେବାକୁ ଯାଉଛି ୩ଟି ମେଡିକାଲ କଲେଜ । ୩ଟି ମେଡିକାଲ କଲେଜର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।…

୫୦ଟି LNG ଇନ୍ଧନ ଷ୍ଟେସନର ଶିଳାନ୍ୟାସ

ନୂଆଦିଲ୍ଲୀ,୧୯ ।୧୧: ଦେଶର ପ୍ରଥମ ୫୦ଟି LNG ଇନ୍ଧନ ଷ୍ଟେସନର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରାକୃତିକ ଗ୍ୟାସ୍‌ କ୍ଷେତ୍ରରେ ଦେଶର ଯୋଜନା ନେଇ ଧର୍ମେନ୍ଦ୍ର…

କୁହୁଡି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା ?

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): ଆସନ୍ତାକାଲି ଘନ କୁହୁଡି ପାଇଁ ରାଜ୍ୟର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୭ଟି ଜିଲ୍ଲାଗୁଡିକ ହେଉଛି- କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର,…

ଭୁବନେଶ୍ୱରରେ ୨୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୪୬ କରୋନା ପଜିଟିଭ୍‌…

କୋଭିଡ୍ ଗାଇଡଲାଇନ ଅନୁଯାୟୀ ରାଜ୍ୟରେ ଖୋଲିବ କ୍ୟାମ୍ପସ

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): କୋଭିଡ୍ ଗାଇଡଲାଇନ ଅନୁଯାୟୀ ରାଜ୍ୟରେ ଖୋଲିବ କ୍ୟାମ୍ପସ । ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ,…