Browsing Category

ରାଜ୍ୟ

ନକଲି କରୋନା ଔଷଧ ଠାବ

ଭୁବନେଶ୍ୱର, ୨୬ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଭେଡ଼େନ ବ୍ଲକ ଋଷୁଢ଼ା ଗ୍ରାମର ଜଣେ କ୍ୱାକ ଘରେ ନକଲି କରୋନା ଔଷଧ ଠାବ ହୋଇଛି । ଉଲ୍ଲେଖଯୋଗ୍ୟ ଯେ କ୍ୱାକ…

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୬/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି  ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪, ପୁରୀରୁ ୩, କୋରାପୁଟରୁ ୩,…

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଳାରୁ କେତେ

ଭୁବନେଶ୍ୱର, ୨୬ା୯(ଓଡ଼ିଶା ଭାସ୍କର): ରାଜ୍ୟର ୩୦ ଜିଲ୍ଲାରୁ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧୮୨୭ ସ୍ଥାନୀୟ ଅଞ୍ଚଳରୁ ଜଣ…

ଟ୍ରକକୁ ପିଟିଲା ଟ୍ରକ୍, ୨ମୃତ

ବ୍ରହ୍ମପୁର, ୨୬ା୯(ଓଡ଼ିଶା ଭାସ୍କର): ହଳଦିଆପଦର ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି । ସେହି ଛକ ନିକଟରେ ଏକ ଟ୍ରକ ଆଉ ଏକ ଟ୍ରକକୁ ପିଟିଥିବା ସୂଚନା ମିଳିଛି । ସେହି ଦୁର୍ଘଟଣାରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ…

ଦୁଇ ଦିନ ପାଇଁ ବନ୍ଦ ରହିବ ବୁର୍ଲା ଭିସୁଟ

ସମ୍ବଲପୁର, ୨୬ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ଏହାରି ମଧ୍ୟରେ ସମ୍ବଲପୁର ସ୍ଥିତ…

ଆଜିଠୁ ବିଧାନସଭା ପରିସରରେ ହେବ କରୋନା ପରୀକ୍ଷା

ଭୁବନେଶ୍ୱର, ୨୬/୯(ଓଡ଼ିଶା ଭାସ୍କର): ୨୯ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଯେହେତୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ବିଧାନସଭା ଅଧିବେଶନ…

କଟକ ସହରରୁ ଆଜି ୨୫୪ ପଜିଟିଭ ଚିହ୍ନଟ

କଟକ,୧୯ ।୯(ଓଡିଶା ଭାସ୍କର): ଆଜି କଟକ ସହରରୁ ମୋଟ ୨୫୪ ଜଣ ନୂଆ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥିରେ ୧୨୧ ଜଣ ସଂଗରୋଧ ଓ ୧୩୩ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ସଂକ୍ରମିତ ହୋଇଛନ୍ତି । କଟକ ମହାନଗର ନିଗମ…

ଖୁସି ଖବର: ରାଜ୍ୟରେ ଆଜି ୪୩୮୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପହ୍ଲାଦ ସିଂହ ପଟେଲଙ୍କୁ ଆଜି ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ…

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୨୬ ପଜିଟିଭ୍

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…