Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ଆଜି ଆକାଶ ମାର୍ଗରୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ଅଞ୍ଚଳ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି ।…
ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା…
ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ
ନୂଆଦିଲ୍ଲୀ, ୩୧ା୮: ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ତାଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇଛନ୍ତି ପୁଅ ଅଭିଜିତ ମୁଖାର୍ଜୀ । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା । ସେ ଦିଲ୍ଲୀ ସ୍ଥିତ…
ଆକାଶ ମାର୍ଗରୁ ବନ୍ୟା ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ଆଜି ଆକାଶ ମାର୍ଗରୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ବନ୍ୟା ଅଞ୍ଚଳ ସ୍ଥିତିି ଦେଖିଛନ୍ତି । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ…
ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୦୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…
ରାଜଧାନୀରେ କଟକଣା ଭିତରେ ହେବ ଦୁର୍ଗାପୂଜା
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କଟକଣା ଭିତରେ ଦୁର୍ଗାପୂଜା ହେବ । ସେହିପରି କଟକରେ ମଧ୍ୟ କଟକଣା ଭିତରେ ପୂଜା ହେବ । କିନ୍ତୁ ତୋରଣ, ସାଜସଜ୍ଜା, ଭସାଣୀ, ସାଂସ୍କୃତିକ କାର୍ଯ୍ୟକ୍ରମ ହେବ…
ଆଜିଠାରୁ ୫ତାରିଖ ଯାଏଁ ପୁଣି ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା କେଉଁ ତାରିଖରେ ରହିବେ ସତର୍କ
ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ୩ରୁ ୪ଦିନ ପାଗ ଶୁଖିଲା ଥିବା ବେଳେ ପୁଣି ଆଜିଠାରୁ ଆସନ୍ତା ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୩୧ ରେ ଉପକୂଳ ଓଡ଼ିଶା ସହ ୭ ଜିଲ୍ଳାରେ ବର୍ଷା…
ଆନ୍ତର୍ଜାତୀୟ ବିମାନ ଉଡାଣ ବାତିଲ ସମୟସୀମା ବୃଦ୍ଧି
ନୂଆଦିଲ୍ଲୀ, ୩୧ା୮: ଆନ୍ତର୍ଜାତୀୟ ବିମାନ ଉଡାଣ ବାତିଲ ସମୟସୀମାକୁ ବୃଦ୍ଧି କରିଛି କେନ୍ଦ୍ର । ଅନଲକ ୪.୦ ତଥା ସେପ୍ଟେମ୍ବର ୩୦ ଯାଏଁ ବିମାନ ଉଡ଼ାଣ ବାତିଲ ବଳବତ୍ତର ରହିବ । କେବଳ ଡିଜିସିଏ ଅନୁମତି ପ୍ରାପ୍ତ କାର୍ଗୋ…
ଖୁସିଖବର: ସେପ୍ଟେମ୍ବରରେ ମିଳିବ ୪ ମାସର ଭତ୍ତା
ଭୁୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ…
ହୀରାକୁଦର ଆଉ ଦୁଇଟି ସୁଇସ ଗେଟ୍ ବନ୍ଦ
ସମ୍ବଲପୁର, ୩୧ା୮(ଓଡ଼ିଶା ଭାସ୍କର): ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ସୁଇସ ଗେଟ୍ ବନ୍ଦ ହୋଇଛି । ବର୍ତ୍ତମାନ ମୋଟ ୩୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦ ଡ୍ୟାମର ବାମ ପାଖ ସ୍ପିଲୱେର ୨୩ଟି ଓ ଡାହାଣ…