Browsing Category
ରାଜ୍ୟ
ଭୁବନେଶ୍ୱରରୁ ଆଜି ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୧୪ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ…
ବାଇକରେ କୁମ୍ଭୀର ନେବା ଘଟଣାରେ ଡ଼େପୁଟି ରେଞ୍ଜର ନିଲମ୍ବିତ
ଗଞ୍ଜାମ, ୧୪ା୯(ଓଡ଼ିଶା ଭାସ୍କର): ବାଇକରେ କୁମ୍ଭୀର ବୋହିବା ଘଟଣାରେ ଆଜି ଦିଗପହଣ୍ଡିର ଡେପୁଟି ଅଫିସର ଇନଚାର୍ଯ ପ୍ରମୋଦ କୁମାର ଖଡ଼ଗରାୟ ନିଲମ୍ବିତ ହୋଇଛନ୍ତି । ତାଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି ।…
ସାବଧାନ୍! ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪…
ଢ଼େଙ୍କାନାଳ ବିଧାୟକଙ୍କୁ କରୋନା
ଭୁବନେଶ୍ୱର, ୧୪ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଢ଼େଙ୍କାନାଳ ବିଧାୟକ ସୁଧୀର…
ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ କରୋନା
ଭୁୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ମାଡିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ବିଦ୍ୟାଳୟ ଓ…
ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ
ଭୁବନେଶ୍ୱର, ୧୪ା୯(ଓଡ଼ିଶା ଭାସ୍କର): ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ମଶାଣିରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା । ପ୍ରଥମେ…
ରାଜ୍ୟ ସରକାରଙ୍କୁ ୧୦ ଦିନର ମହଲତ
ଭୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ହାଇକୋର୍ଟରେ ମନ୍ଦିର ଖୋଲାଯିବା ପ୍ରସଙ୍ଗର ଚାଲିଛି ଶୁଣାଣି । ଆସନ୍ତା ୧୦ ଦିନ ମଧ୍ୟରେ ଉତ୍ତର ରଖିବାକୁ ରାଜ୍ୟ ସରକାରଙ୍କ ଦିଆଯାଇଛି ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କୁ ଉତ୍ତର…
ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା
ଭୁବନେଶ୍ୱର, ୧୪ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବିଜେପି ରାଜ୍ୟ ସଭାପତି ସମୀର…
ଲୋକାୟୁକ୍ତରେ ଆଇଏଏସ୍ ହେମନ୍ତ ଶର୍ମା ହାଜର
ଭୁବନେଶ୍ୱର,୧୪ ।୯: ରାଜ୍ୟ ସ୍ୱାଓ୍ଥ୍ୟ ବିଭାଗର ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଆଜି ଲୋକାୟୁକ୍ତରେ ହାଜର ହୋଇଛନ୍ତି ବରିଷ୍ଠ ଆଇଏଏସ୍ ହେମନ୍ତ କୁମାର ଶର୍ମା । ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ…
ରାଜ୍ୟରେ ୧୧ ଜୀବନ ନେଲା କରୋନା
ଭୁବନେଶ୍ୱର,୧୪ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧…