Browsing Category
ରାଜ୍ୟ
ରାଜ୍ୟର ୩୦ ଜିଲ୍ଲାରୁ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର, ୯ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୦ ଓ ସ୍ଥାନୀୟ ଅଞ୍ଚଳରୁ…
ରାଜ୍ୟରେ ଲକ୍ଷେ ଟପିଲା ସୁସ୍ଥଙ୍କ ସଂଖ୍ୟା, ଆଜି ୨୭୮୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୮ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଲକ୍ଷେ ଟପିଛି ସୁସ୍ଥଙ୍କ ସଂଖ୍ୟା । ଆଜି ୨୭୮୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୦୨୧୮୫କୁ ବୃଦ୍ଧି ପାଇଛି ।…
ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଭୁବନେଶ୍ୱର, ୮ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…
ରାଉରକେଲାର ୨୫ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି
ରାଉରକେଲା, ୮ା୯(ଓଡ଼ିଶା ଭାସ୍କର): ରାଉରକେଲାର ୨୫ ପ୍ରତିଶତ ଲୋକ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଗତ ମାସରେ…
ପୂର୍ବତନ ବିଧାୟକ ସୁବାସ ଗଣ୍ଡଙ୍କୁ କରୋନା
ରାଇଘର,୮ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ମଧ୍ୟରେ ନବରଙ୍ଗପୁର ଉମରକୋଟର ପୂର୍ବତନ ବିଧାୟକ ସୁବାସ ଗଣ୍ଡ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍…
ଅନୁଭବ-ବର୍ଷା ବିବାଦ , ଟ୍ୱିଟରରେ ଅନୁଭବ ଏକ ଭିଡ଼ିଓ ଅପଲୋଡ଼ କରି ଫଲୋର୍ସଙ୍କୁ ପଚାରିଲେ କିଛି ଏପରି? ଦେଖନ୍ତୁ ସେହି ଭିଡ଼ିଓ
ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ଓଲିଉଡ଼ର ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଆଜି ଏହି ମାମଲାର…
List of Most literate states in India, Know the position of Odisha
September 8 is celebrated as International Literacy Day. National Statistical Office (NSO) released a report on the literacy rate of States.
Kerala: 96.2%
Delhi: 88.7%…
କୋଭିଡ଼ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧ଲକ୍ଷରୁ ଉଦ୍ଧ୍ୱର୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିିଥିବା ନେଇ ସୂଚନା ମିଳିଛି ।…
ଗୁଳିମାଡ଼ ଘଟଣାରେ ଅବସରପ୍ରାପ୍ତ ସେନା ଅଧିକାରୀ ଅଶ୍ୱିନୀ ଗିରଫ
ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ଭୁବନେଶ୍ୱର ସ୍ଥିତ ଖଣ୍ଡଗିରିରେ ଅବସରପ୍ରାପ୍ତ ସେନା ଅଧିକାରୀ ଅଶ୍ୱିନୀ ରାଉତ ତାଙ୍କ ପଡ଼ୋଶୀଙ୍କୁ ଗୁଳି ମାଡ଼ କରିଥିଲେ ।ଏହି ଘଟଣାରେ ତାଙ୍କୁ ଆଜି ଗିରଫ କରିଛି ଖଣ୍ଡଗିରି ପୋଲିସ ।…
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି!
ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଛି । କିନ୍ତୁ ଆଜିଠାରୁ ୫ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି…