Browsing Category
ରାଜ୍ୟ
ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ନବୀନ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଆଜି ଫୋନ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NEET ଓ JEE ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ…
ରାଜ୍ୟରେ ବନ୍ୟା ସ୍ଥିତି ନେଇ କ’ଣ କହିଲେ ଏସଆରସି?
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଏସଆରସି କହିଛନ୍ତି ଯେ, ‘ବାଲେଶ୍ୱର ଜିଲ୍ଲାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି ।…
ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୬୦ ହଜାର ୪୭୨କୁ ବୃଦ୍ଧି
ନୂଆଦିଲ୍ଲୀ,୨୭ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୬୦ ହଜାର ୪୭୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୦୨୩ ଜଣ…
ହୀରାକୁଦର ଖୋଲିଲା ଆଉ ଦୁଇଟି ଗେଟ
ସମ୍ବଲପୁର,୨୭/୮(ଓଡିଶା ଭାସ୍କର) : ହୀରାକୁଦ ଡ୍ୟାମର ଆଉ ଦୁଇଟି ଗେଟ ଆଜି ଖୋଲାଯାଇଛି । ଏବେ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳସ୍ତର ରହିଛି ୬୨୦ ଫୁଟ ରହିଛି । ଡ୍ୟାମକୁ ୩ଲକ୍ଷ ୬୩ହଜାର ୪୭୧…
ଦିନ ୧୧ଟା ପର୍ଯ୍ୟନ୍ତ ୧୮ ଜିଲ୍ଲା ସାବଧାନ!
ଭୁବନେଶ୍ୱର, ୨୭/୮(ଓଡିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ସାରା ରାଜ୍ୟରେ ବର୍ଷା ଲାଗିଛି। ଏହାରି ମଧ୍ୟରେ ଆଜି ଦିନ ୧୧ଟା ପର୍ଯ୍ୟନ୍ତ ୧୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା…
ପୂଜା ଛୁଟି ଯାଏଁ ସ୍କୁଲ , କଲେଜ ବନ୍ଦ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନାରେ ସବୁଠାରୁ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପ୍ରଭାବ ପଡ଼ିଛି । କିନ୍ତୁ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ…
ଖୁସି ଖବର, ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୨୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…
ଭୁବନେଶ୍ୱରରୁ ଆଜି ଆଉ ୩୩୦ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି…
ପାଣି ସୁଅରେ ଭାସିଗଲା ଗାଡ଼ି: ଜଣେ ମୃତ ଓ ୩ନିଖୋଜ
କେନ୍ଦୁଝର, ୨୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେଉଛି । ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି । ତେଣୁ କେନ୍ଦୁଝର ସ୍ଥିତ ଆନନ୍ଦପୁର ଜଞ୍ଜାଳିରେ ବନ୍ୟା…
ପ୍ରବଳ ବର୍ଷା ନେଇ ୧୩ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି , ଜାଣନ୍ତୁ କେଉଁ କେଉଁ ଜିଲ୍ଲା
ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଏହାସହ ଆଜି ୧୩ଜିଲ୍ଲାକୁ ରେଡ଼…