Browsing Category
ରାଜ୍ୟ
ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି
ନୂଆଦିଲ୍ଲୀ,୨୪ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ…
ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୨୪/୮(ଓଡିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ…
ବିଜେଡି ଭୁବନେଶ୍ୱର ଜିଲ୍ଲା କମିଟି କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷିତ
ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେଡି ସଭାପତି ତଥା ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ପ୍ରସ୍ତାବ ଓ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…
ଖୁସି ଖବର: ରାଜ୍ୟରେ ଆଜି ୨୧୨୯ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
କଟକ ସହରରୁ ଆଜି ୧୧୪ ପଜିଟିଭ ଚିହ୍ନଟ
କଟକ,୨୩ ।୮(ଓଡ଼ିଶା ଭାସ୍କର): ଆଜି କଟକ ସହରରୁ ୧୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।…
ଭୁବନେଶ୍ୱରରେ ଅମାନିଆ କରୋନା! ଗୋଟିଏ ଦିନରେ ୩୧୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର, ୨୩ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…
କଟକରେ କେମିତି ଅଛି କରୋନା ସ୍ଥିତି? ଜାଣନ୍ତୁ କଣ କହିଲେ ଜିଲ୍ଲାପାଳ
କଟକ,୨୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ଏହାରି ମଧ୍ୟରେ ଆଜି କଟକର କରୋନା ସ୍ଥିତି ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । ସେ…
କାଲିଠାରୁ ଆଉ ଏକ ଲଘୁଚାପ! ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି, ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ କାଲିଠୁ ୨୬ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।…
ପୋଲିସ ନିକଟରେ ମାଓବାଦୀର ଆତ୍ମସମର୍ପଣ
ମାଲକାନଗିରି,୨୩ ।୮(ଓଡିଶା ଭାସ୍କର): ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ହାର୍ଡକର ମାଓବାଦୀ ମହାଦେବ ମାଡକାମୀ ଓରଫ ମନୁର ଆତ୍ମସମର୍ପଣ । ଦୀର୍ଘ ୫ ବର୍ଷ ଧରି ମନୁ ମାଓ ସଙ୍ଗଠନରେ କାର୍ଯ୍ୟ କରୁଥିବା ବେଳେ ସେ ମହୁପଦର…
ଓଡିଶାର ୨ ଶିକ୍ଷକଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ସବୁ କ୍ଷେତ୍ରରେ ଓଡିଶାର ଦବଦବା ଜାରି ରହିଛି । ଏହାରି ମଧ୍ୟରେ ଓଡିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ମିଳିବାକୁ ଯାଉଛି । ସେମାନଙ୍କ ନାମ ହେଉଛି ବସନ୍ତ ସାହୁ ଓ ତାପସ ମହାନ୍ତି…