Browsing Category

ରାଜ୍ୟ

ଖୋର୍ଦ୍ଧାର ଓରବରସିଂ ପଞ୍ଚାୟତରେ ପଶିଲା ବନ୍ୟା ଜଳ, ଲୋକେ ଭୟଭିତ

ଖୋର୍ଦ୍ଧା, ୨୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି । ଏହାରି ମଧ୍ୟରେ ଆଜି ଖୋର୍ଦ୍ଧା ସ୍ଥିତ ଓରବରସିଂ ପଞ୍ଚାୟତରେ…

ରାଜ୍ୟରେ ଆଜି ୧୦ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨ ,…

ଓଡ଼ିଶାକୁ କରୋନା ମାଡ଼! ରାଜ୍ୟର ୩୦ଜିଲ୍ଲାରୁ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୨୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ ଜଣ…

ଗାଡ଼ି ଚାଳକ ସାବଧାନ: ଏହି ନିୟମ ନମାନିଲେ ବାତିଲ ହେବ ଡ଼ିଏଲ, ଜାଣି ରଖନ୍ତୁ ନିୟମ ସମ୍ପର୍କରେ

ଭୁବନେଶ୍ୱର, ୨୧ା୮(ଓଡ଼ିଶା ଭାସ୍କର): ଦେଶ ଓ ରାଜ୍ୟରେ ନୂଆ ଟ୍ରାଫିକ ନିୟମ ଲାଗୁ ହୋଇଛି । ସଡ଼କ ଦୁର୍ଘଟଣାରେ ଜୀବନହାନି କୁ ରୋକିବା ପାଇଁ ସରକାର ନୂଆ ନୂଆ ନିୟମ ଲାଗୁ କରୁଛନ୍ତି । କିନ୍ତୁ କେତେ ଜଣ ଅମାନିଆ ରହିଛନ୍ତି…

ଗୋଟିଏ ଦିନରେ ୬୮,୮୯୮ ଆକ୍ରାନ୍ତ ଚିହ୍ନଟ ଓ ୯୮୩ ଜଣ ମୃତ

ନୂଆଦିଲ୍ଲୀ, ୨୧ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୮,୮୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୮୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…

ଆଜି ଠାରୁ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୨୧/୮(ଓଡ଼ିଶା ଭାସ୍କର): ଆଜି ଠାରୁ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଦିନ ୧୧ଟାରୁ ଏହି ପ୍ରକ୍ରିୟା ଆରମ୍ଭ ହେବ ଏବଂ ସେପ୍ଟେମ୍ବର ୪ ତାରିଖ ଯାଏଁ ଚାଲିବ । ଏହି ସମୟ ମଧ୍ୟରେ…

ଖୋର୍ଦ୍ଧାରେ ପୁଣି ବୋମାମାଡ଼

ଖୋର୍ଦ୍ଧା,୨୧/୮(ଓଡିଶା ଭାସ୍କର): ଖୋର୍ଦ୍ଧା ସଦର ଥାନା ଦଳେଇପୁଟରେ ପୁଣି ହୋଇଛି ବୋମାମାଡ଼। ପୋଲିସ ଉପସ୍ଥିତିରେ ଟୁକୁନି ସ୍ବାଇଁଙ୍କ ଘରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ପହଞ୍ଚି ସଦର ଥାନା…

ଖୁସି ଖବର: ରାଜ୍ୟରେ ଆଜି ୧୬୪୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୦ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ହୀରାକୁଦରେ ଖୋଲିଲା ଆଉ ୩ଟି ଗେଟ୍

ସମ୍ବଲପୁର, ୨୦ ।୮(ଓଡିଶା ଭାସ୍କର): ହୀରାକୁଦ ଜଳଭଣ୍ଡାର ବା ଡ୍ୟାମର ଆଉ ୩ଟି ଗୋଟ ଆଜି ଖୋଲାଯାଇଛି । ବର୍ତ୍ତମାନ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦର ଜଳସ୍ତର ୬୧୭.୦୭ ଫୁଟ ରହିଛି । ସେକେଣ୍ଡକୁ ୩ଲକ୍ଷ…

ସୁଶାନ୍ତ ରାଉତ ହେଲେ ଭୁବନେଶ୍ୱର ବିଜେଡି ସଭାପତି

ଭୁବନେଶ୍ୱର,୨୦ ।୮(ଓଡିଶା ଭାସ୍କର): ବିଧାୟକ ସୁଶାନ୍ତ ରାଉତ ଆଜି ଭୁବନେଶ୍ୱର ଜିଲ୍ଲା ବିଜେଡିର ସଭାପତି ହୋଇଛନ୍ତି । ସେହିପରି ବିରଞ୍ଚି ନାରାୟଣ ସୁପକାର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।…